କେନ୍ଦ୍ରମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ଚିଠି ଲେଖିଲେ ନବୀନ ପଟ୍ଟନାୟକ

ଓଡ଼ିଶାଦେଶ ଓ ବିଦେଶବଡ଼ ଖବରରାଜନୀତି

ନବନୀତା ବ୍ୟୁରୋ। କେନ୍ଦ୍ରମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ଚିଠି ଲେଖିଲେ ନବୀନ ପଟ୍ଟନାୟକ। ବିଜେଡ଼ି ସଭାପତି ତଥା ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ଚିଠି ଲେଖିଛନ୍ତି। ନୂଆଦିଲ୍ଲୀରେ ଓଡ଼ିଶା ସାଂସ୍କୃତିକ କେନ୍ଦ୍ର ଓ ପାଠଗାରା ନିର୍ମାଣ ପାଇଁ ଜମି ଯୋଗାଇ ଦେବାକୁ ଚିଠି ଲେଖି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିସହ ଅନ୍ୟ ରାଜ୍ୟ ଭଳି ଓଡିଶାକୁ ଅତିରିକ୍ତ ଜାଗା ପାଇଁ ଦାବି କରିଛନ୍ତି ନବୀନ ପଟ୍ଟନାୟକ। ଚିଠିରେ ଆଉ କଣ ଲେଖଛନ୍ତି ବିସ୍ତୃତ ଭାବରେ ଜାଣନ୍ତୁ।