୯ ପ୍ରସ୍ତାବକୁ କ୍ୟାବିନେଟ୍ ମୋହର, ମୃତ କର୍ମଚାରୀ ପରିବାର ଲୋକଙ୍କୁ ମିଳିବ ଗ୍ରୁପ୍ ଡି ପଦବୀ
ନବନୀତା ବ୍ୟୁରୋ। ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ୯ଟି ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ଲାଗିଛି।
Read More