ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ବିଦେଶ ଫେରନ୍ତାଙ୍କ ପାଇଁ ପଞ୍ଜୀକରଣ ଓ ସଂଗରୋଧ ବାଧ୍ୟତାମୂଳକ

ଓଡ଼ିଶାବଡ଼ ଖବରରାଜନୀତି

ନବନୀତା ବ୍ୟୁରୋ। ରାଜ୍ୟରେ କରୋନା ମୁକାବିଲା ନେଇ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିସି ଜରିଆରେ ରାଜ୍ୟର କରୋନା ସଂକ୍ରମଣ ଓ ସ୍ଥିତି ସମ୍ପର୍କରେ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ଦୈନିକ ପରୀକ୍ଷଣ ୧୫ ହଜାରକୁ ବୃଦ୍ଧି କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ତାସହ ବିଦେଶ ଫେରନ୍ତାଙ୍କ ପାଇଁ ପଞ୍ଜୀକରଣ ଓ ସଂଗରୋଧ ବାଧ୍ୟତାମୂଳକ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଜାଣନ୍ତୁ ଆହୁରି କଣ କଣ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି।

Leave a Reply